Online Bible

- Reklamy -




୧ କରିନ୍ଥୀୟ 12:18 - ପବିତ୍ର ବାଇବଲ

18-19 ଯଦି ସମ୍ପୂର୍ଣ୍ଣ ଶରୀରର ଅଙ୍ଗ କେବଳ ସେହି ଗୋଟିଏ ଅଙ୍ଗ ମାତ୍ର ହୋଇଥା’ନ୍ତା ତା'ହେଲେ ଶରୀର ନ ଥା’ନ୍ତା। କିନ୍ତୁ ପରମେଶ୍ୱର ଯେପରି ଠିକ୍ ମନେ କଲେ ପ୍ରତ୍ୟେକ ଅଙ୍ଗକୁ ଶରୀରରେ ସେହିଭଳି ସ୍ଥାନ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 କିନ୍ତୁ ଈଶ୍ଵର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

18 କିନ୍ତୁ ଈଶ୍ୱର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ପ୍ରକୃତ ପକ୍ଷେ, ଈଶ୍ୱର ବିଭିନ୍ନ ଅଂଶକୁ ଶରୀରର ବିଭିନ୍ନ ସ୍ଥାନରେ ନିଜ ଇଚ୍ଛା ଅନୁଯାୟୀ ଖଞ୍ଜିଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କିନ୍ତୁ ଈଶ୍ବର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି।

Viz kapitola kopírovat




୧ କରିନ୍ଥୀୟ 12:18

Následuj nás:

Reklamy


Reklamy