୧ କରିନ୍ଥୀୟ 12:21 - ପବିତ୍ର ବାଇବଲ21 ଆଖି ହାତକୁ କେବେ ହେଲେ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।” ସେହିଭଳି ମୁଣ୍ଡ ପାଦକୁ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହି ପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହି ପାରେ ନାହିଁ। Viz kapitolaଓଡିଆ ବାଇବେଲ21 ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)21 ସୁତରାଂ ଆଖି ହାତକୁ କହି ପାରିବ ନାହିଁ, “ମୁଁ ତୁମକୁ ଦରକାର କରେନା।” କିମ୍ବା ମୁଣ୍ଡ ପାଦ ଦୁଇଟିକୁ କହ ପାରିବ ନାହିଁ, “ତୁମଠାରେ ମୋର କିଛି ପ୍ରୟୋଜନ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ। Viz kapitola |