Online Bible

- Reklamy -




୧ କରିନ୍ଥୀୟ 12:22 - ପବିତ୍ର ବାଇବଲ

22 ବରଂ ଅନ୍ୟ ପକ୍ଷରେ ଶରୀରର ଯେଉଁ ଅଙ୍ଗଗୁଡ଼ିକ ଦୁର୍ବଳ ବୋଲି ବୋଧହୁଏ, ସେହିସବୁ ପ୍ରକୃତରେ ଗୁରୁତ୍ୱପୂର୍ଣ୍ଣ ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ବରଂ ଅନ୍ୟ ପକ୍ଷରେ ଶରୀରର ଯେସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକା; ପ୍ରୟୋଜନୀୟ;

Viz kapitola kopírovat

ଓଡିଆ ବାଇବେଲ

22 ବରଂ ଅନ୍ୟ ପକ୍ଷରେ ଶରୀରର ଯେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହି ସବୁ ଏକାନ୍ତ ପ୍ରୟୋଜନୀୟ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ଅନ୍ୟ ପକ୍ଷରେ, ଶରୀରରେ ଯେଉଁ ଅଙ୍ଗଗୁଡ଼ିକ ଦୁର୍ବଳ ବୋଲି ମନେହୁଏ, ସେଗୁଡ଼ିକ ଅପରିହାର୍ଯ୍ୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ବରଂ ଅନ୍ୟ ପକ୍ଷରେ ଶରୀରର ଯେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକାନ୍ତ ପ୍ରୟୋଜନୀୟ;

Viz kapitola kopírovat




୧ କରିନ୍ଥୀୟ 12:22

Následuj nás:

Reklamy


Reklamy