Online Bible

- Reklamy -




୧ କରିନ୍ଥୀୟ 12:25 - ପବିତ୍ର ବାଇବଲ

25 ଆମ୍ଭର ଶରୀରରେ ଯେପରି କୌଣସି ବିଭେଦ ନ ହେଉ, ସେହି ଦୃଷ୍ଟିରୁ ପରମେଶ୍ୱର ଏପରି କରିଛନ୍ତି। ଦେହର ଅଙ୍ଗଗୁଡ଼ିକ ପରସ୍ପର ସୁଖ ଦୁଃଖର ସହଭାଗୀ ହୁଅନ୍ତି ବୋଲି ପରମେଶ୍ୱର ଇଚ୍ଛା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ଵର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

25 ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ୱର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 ତେଣୁ ଶରୀର ମଧ୍ୟରେ କୌଣସି ବିଭେଦ ସୃଷ୍ଟି ହୁଏ ନାହିଁ, ବରଂ ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗଗୁଡ଼ିକ ପରସ୍ପରର ଆବଶ୍ୟକତା ବୁଝନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ବର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି।

Viz kapitola kopírovat




୧ କରିନ୍ଥୀୟ 12:25

Následuj nás:

Reklamy


Reklamy