୧ କରିନ୍ଥୀୟ 12:3 - ପବିତ୍ର ବାଇବଲ3 ସେଥିପାଇଁ ମୁଁ କହୁଛି ଯେ, ପରମେଶ୍ୱରଙ୍କ ଆତ୍ମାପ୍ରାପ୍ତ ଲୋକ “ଯୀଶୁ ଅଭିଶପ୍ତ” ବୋଲି କଦାପି କହିବ ନାହିଁ। ପବିତ୍ରଆତ୍ମାଙ୍କ ସାହାଯ୍ୟ ବିନା କୌଣସି ଲୋକ “ଯୀଶୁ ପ୍ରଭୁ ଅଟନ୍ତି” ବୋଲି କହିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ଵରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ ‘ଯୀଶୁ ଅଭିଶପ୍ତʼ ବୋଲି କୁହେ ନାହିଁ, ପୁଣି କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ ‘ଯୀଶୁ ପ୍ରଭୁʼ ବୋଲି କହି ପାରେ ନାହିଁ। Viz kapitolaଓଡିଆ ବାଇବେଲ3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ "ଯୀଶୁ ଅଭିଶପ୍ତ' ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ "ଯୀଶୁ ପ୍ରଭୁ' ବୋଲି କହିପାରେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)3 ସେଥିପାଇଁ ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, ଈଶ୍ୱରଙ୍କ ଆତ୍ମା ଦ୍ୱାରା ପରିଚାଳିତ ହୋଇ କେହି କହି ପାରେନା, “ଯୀଶୁ ଅଭିଶପ୍ତ”; ପୁଣି ପବିତ୍ର୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ନ ହେଲେ, କେହି ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିପାରେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ। Viz kapitola |