୧ କରିନ୍ଥୀୟ 12:31 - ପବିତ୍ର ବାଇବଲ31 କିନ୍ତୁ ତୁମ୍ଭେମାନେ ପ୍ରକୃତରେ ଆତ୍ମାଙ୍କ ଶ୍ରେଷ୍ଠ ଦାନଗୁଡ଼ିକ ପାଇବା ପାଇଁ ଏକାନ୍ତ ଚେଷ୍ଟା କରିବା ଉଚିତ୍। ଏବେ ମୁଁ ସମସ୍ତ ମାର୍ଗ ଅପେକ୍ଷା ଅତି ଉତ୍ତମ ମାର୍ଗ ଦେଖାଇବି। Viz kapitolaପବିତ୍ର ବାଇବଲ (Re-edited) - (BSI)31 କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକା; ଚେଷ୍ଟା କର। ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି। Viz kapitolaଓଡିଆ ବାଇବେଲ31 କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର । ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି । Viz kapitolaପବିତ୍ର ବାଇବଲ (CL) NT (BSI)31 ତୁମ୍ଭେମାନେ ଉକ୍ରୃଷ୍ଟ ଦାନଗୁଡ଼ିକ ପାଇବା ନିମନ୍ତେ ଉଦ୍ଯୋଗୀ ହୁଅ। ମୁଁ ତୁମ୍ଭମାନଙ୍କୁ ଏହାଠାରୁ ଉକ୍ରୃଷ୍ଟତର ଏକ ପନ୍ଥା ଦେଖାଇବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର। ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି। Viz kapitola |