୧ କରିନ୍ଥୀୟ 14:1 - ପବିତ୍ର ବାଇବଲ1 ପ୍ରେମର ଅନୁସରଣ କର। ଆଧ୍ୟାତ୍ମିକ ଦାନସବୁ ପାଇବା ପାଇଁ ଏକାନ୍ତ ଚେଷ୍ଟା କର, ବିଶେଷ ଭାବରେ ଭାବବାଣୀ କହିବାକୁ ଏକାନ୍ତ ଇଚ୍ଛା କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପ୍ରେମର ଅନୁସରଣ କର, ପୁଣି ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହି ପାର, ଏଥିନିମନ୍ତେ ଏକା; ଚେଷ୍ଟା କର। Viz kapitolaଓଡିଆ ବାଇବେଲ1 ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥି ନିମନ୍ତେ ଏକାନ୍ତ ଚେଷ୍ଟା କର । Viz kapitolaପବିତ୍ର ବାଇବଲ (CL) NT (BSI)1 ତେଣୁ ପ୍ରେମ ନିମିତ୍ତ ତୁମ୍ଭେମାନେ ଉଦ୍ଯୋଗୀ ହୁଅ। ଅନ୍ୟାନ୍ୟ ଆତ୍ମିକ ଦାନ ପାଇବା, ବିଶେଷତଃ ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା, ତୁମ୍ଭମାନଙ୍କ ଆନ୍ତରିକ କାମନା ହେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥିନିମନ୍ତେ ଏକାନ୍ତ ଚେଷ୍ଟା କର। Viz kapitola |