୧ କରିନ୍ଥୀୟ 14:14 - ପବିତ୍ର ବାଇବଲ14 ଯଦି ମୁଁ ଅନ୍ୟ ଭାଷାରେ ପ୍ରାର୍ଥନା କରୁଛି, ତା'ହେଲେ ମୋର ଆତ୍ମା ପ୍ରାର୍ଥନା କରେ, ମୋର ବୁଦ୍ଧି କିଛି କରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ ମୁଁ ଯଦି ପରଭାଷାରେ ପ୍ରାର୍ଥନା କରେ, ତେବେ ମୋହର ଆତ୍ମା ପ୍ରାର୍ଥନା କରେ, କିନ୍ତୁ ମୋହର ବୁଦ୍ଧି ଫଳହୀନ ହୁଏ। Viz kapitolaଓଡିଆ ବାଇବେଲ14 କାରଣ ମୁଁ ଯଦି ପରଭାଷାରେ ପ୍ରାର୍ଥନା କରେ, ତେବେ ମୋହର ଆତ୍ମା ପ୍ରାର୍ଥନା କରେ, କିନ୍ତୁ ମୋହର ମନ ଫଳହୀନ ହୁଏ । Viz kapitolaପବିତ୍ର ବାଇବଲ (CL) NT (BSI)14 ଯଦି ମୁଁ ଅଲୌକିକ ଭାଷାରେ ପ୍ରାର୍ଥନା କରେ, କେବଳ ମୋର ଅନ୍ତରାତ୍ମା ତାହା କରେ, ମୋର ବୋଧ ଶକ୍ତି ସେଥିରେ ସକ୍ରିୟ ନ ଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ମୁଁ ଯଦି ପରଭାଷାରେ ପ୍ରାର୍ଥନା କରେ, ତେବେ ମୋହର ଆତ୍ମା ପ୍ରାର୍ଥନା କରେ, କିନ୍ତୁ ମୋହର ମନ ଫଳହୀନ ହୁଏ। Viz kapitola |