୧ କରିନ୍ଥୀୟ 14:15 - ପବିତ୍ର ବାଇବଲ15 ତାହାହେଲେ ମୋର କ’ଣ କରିବା ଉଚିତ୍? ମୁଁ ମୋହର ଆତ୍ମା ଦ୍ୱାରା ପ୍ରାର୍ଥନା କରିବି ଓ ବୁଦ୍ଧିଦ୍ୱାରା ମଧ୍ୟ ପ୍ରାର୍ଥନା କରିବି। ପୁଣି ଆତ୍ମାଦ୍ୱାରା ସ୍ତୁତିଗାନ କରିବି ଓ ବୁଦ୍ଧିସହ ମଧ୍ୟ ସ୍ତୁତିଗାନ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତେବେ କର୍ତ୍ତବ୍ୟ କଅଣ? ମୁଁ ଆତ୍ମା ଦ୍ଵାରା ପ୍ରାର୍ଥନା କରିବି; ପୁଣି ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ଵାରା ସ୍ତୁତିଗାନ କରିବି, ପୁଣି ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି। Viz kapitolaଓଡିଆ ବାଇବେଲ15 ତେବେ କର୍ତ୍ତବ୍ୟ କ'ଣ ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି । Viz kapitolaପବିତ୍ର ବାଇବଲ (CL) NT (BSI)15 ତେବେ ମୁଁ କ’ଣ କରିବି? ମୁଁ ମୋ’ ଆତ୍ମାର ପ୍ରେରଣାରେ ପ୍ରାର୍ଥନା କରିବି, କିନ୍ତୁ ସଙ୍ଗେ ସଙ୍ଗେ ମୋର ବୁଦ୍ଧି ପ୍ରୟୋଗ କରି ମଧ୍ୟ ପ୍ରାର୍ଥନା କରିବି। ମୁଁ ମୋର ଆତ୍ମାର ପ୍ରେରଣାରେ ଗୀତ ଗାଇବି, କିନ୍ତୁ ତାହା ସହିତ ମନ ଧ୍ୟାନ ଦେଇ ଗୀତ ଗାଇବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତେବେ କର୍ତ୍ତବ୍ୟ କଅଣ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି। Viz kapitola |