୧ କରିନ୍ଥୀୟ 14:20 - ପବିତ୍ର ବାଇବଲ20 ଭାଇ ଓ ଭଉଣୀମାନେ, ବୁଦ୍ଧିରେ ପିଲାମାନଙ୍କ ପରି ହୁଅ ନାହିଁ ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ ଓ ବୁଦ୍ଧିରେ ପୂର୍ଣ୍ଣ ବୟସ୍କ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ। Viz kapitolaଓଡିଆ ବାଇବେଲ20 ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)20 ଭାଇମାନେ, ଚିନ୍ତାଧାରାରେ ଶିଶୁ ପରି ହୁଅ ନାହିଁ। ମନ୍ଦ ବିଷୟ ପ୍ରତି ଶିଶୁ ପରି ହୁଅ; କିନ୍ତୁ ବୁଦ୍ଧି ବିଚାରରେ ତୁମ୍ଭେମାନେ ପୂର୍ଣ୍ଣ ବୟସ୍କ ହେବା ଉଚିତ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ। Viz kapitola |