Online Bible

- Reklamy -




୧ କରିନ୍ଥୀୟ 14:24 - ପବିତ୍ର ବାଇବଲ

24 କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ ତେବେ ତା'ର ଦୋଷ ତୁମ୍ଭକୁ ଦେଖାଯିବ ଓ ତୁମ୍ଭ କଥା ଦ୍ୱାରା ସେ ବିଗ୍ଭରିତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି ଜଣେ ଅବିଶ୍ଵାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ଵାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ଵାରା ବିଚାରିତ ହୁଏ,

Viz kapitola kopírovat

ଓଡିଆ ବାଇବେଲ

24 କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 କିନ୍ତୁ ସେମାନେ ଯଦି ଈଶ୍ୱରଙ୍କ ବାକ୍ୟ ପ୍ରଚାର କରୁଥାଆନ୍ତି ଓ ଜଣେ ଅନ୍ୟ ମତାବଲମ୍ବୀ କିମ୍ବା ସାଧାରଣ ଲୋକ ସେଠାରେ ଉପସ୍ଥିତ ହୁଏ, ସେ ଯାହା ଶୁଣିବ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ,

Viz kapitola kopírovat




୧ କରିନ୍ଥୀୟ 14:24

Následuj nás:

Reklamy


Reklamy