୧ କରିନ୍ଥୀୟ 14:25 - ପବିତ୍ର ବାଇବଲ25 ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହେବ, ସେଥିରେ ସେ ମସ୍ତକ ନତକରି ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ପରମେଶ୍ୱରଙ୍କ ଉପାସନା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ଵର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ଵୀକାର କରି ତାହାଙ୍କୁ ପ୍ରଣାମ କରିବ। Viz kapitolaଓଡିଆ ବାଇବେଲ25 ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ୱର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ । Viz kapitolaପବିତ୍ର ବାଇବଲ (CL) NT (BSI)25 ତଦ୍ଦ୍ୱାରା ତା’ ପାପ ପ୍ରତି ସେ ସଚେତନ ହୋଇ ପାରିବ; ତା’ ହୃଦୟର ଗୁପ୍ତ ବିଷୟସବୁ ଉଦ୍ଘାଟିତ ହେବ; ସେ ଈଶ୍ୱରଙ୍କ ନିକଟରେ ପ୍ରଣିପାତ କରି ତାଙ୍କର ଆରାଧନା କରିବ ଏବଂ ଘୋଷଣା କରିବ: “ପ୍ରକୃତରେ ଈଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଉପସ୍ଥିତ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ବର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ। Viz kapitola |