୧ କରିନ୍ଥୀୟ 14:29 - ପବିତ୍ର ବାଇବଲ29 ଆହୁରି ମଧ୍ୟ କେବଳ ଦୁଇ ବା ତିନି ଜଣ, ଭାବବାଦୀ କହିବା ଉଚିତ୍। ଅନ୍ୟମାନେ ସେମାନେ ଯାହା କହୁଛନ୍ତି, ସେଗୁଡ଼ିକୁ ପରୀକ୍ଷା କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି ଅନ୍ୟମାନେ ବିଚାର କରନ୍ତୁ। Viz kapitolaଓଡିଆ ବାଇବେଲ29 ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)29 ଦୁଇ ବା ତିନି ଜଣ ଈଶ୍ୱରଙ୍କ ବାର୍ତ୍ତା ପରିବେଷଣ କରନ୍ତୁ, ଅନ୍ୟମାନେ ତାହା ବିଚାର କରି ଦେଖନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ। Viz kapitola |