୧ କରିନ୍ଥୀୟ 14:3 - ପବିତ୍ର ବାଇବଲ3 କିନ୍ତୁ ଯିଏ ଭାବବାଣୀ କହେ, ସେ ଲୋକମାନଙ୍କୁ ଦୃଢ଼ତା, ଉତ୍ସାହ ଓ ସାନ୍ତ୍ୱନାର କଥା କହେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 କିନ୍ତୁଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ଵନାଜନକ କଥା କହେ। Viz kapitolaଓଡିଆ ବାଇବେଲ3 କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ । Viz kapitolaପବିତ୍ର ବାଇବଲ (CL) NT (BSI)3 କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରେ, ସେ ତାହା ଲୋକମାନଙ୍କୁ କହେ, ତଦ୍ଦ୍ୱାରା ସେମାନଙ୍କୁ ସାହାଯ୍ୟ, ଉତ୍ସାହ ଓ ସାନ୍ତ୍ୱନା ଦେଇଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ। Viz kapitola |