୧ କରିନ୍ଥୀୟ 14:33 - ପବିତ୍ର ବାଇବଲ33 ପରମେଶ୍ୱର ବିଶୃଙ୍ଖଳାର ପରମେଶ୍ୱର ନୁହନ୍ତି, କିନ୍ତୁ ସେ ଶାନ୍ତିର ପରମେଶ୍ୱର ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)33 କାରଣ ଈଶ୍ଵର ବିଶୃଙ୍ଖଳତାର ଈଶ୍ଵର ନୁହନ୍ତି, ମାତ୍ର ଶାନ୍ତିର ଈଶ୍ଵର। Viz kapitolaଓଡିଆ ବାଇବେଲ33 କାରଣ ଈଶ୍ୱର ବିଶୃଙ୍ଖଳତାର ଈଶ୍ୱର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ୱର । Viz kapitolaପବିତ୍ର ବାଇବଲ (CL) NT (BSI)33 କାରଣ ଈଶ୍ୱର ବିଶୃଙ୍ଖଳତାର ସ୍ରଷ୍ଟା ନୁହନ୍ତି - ସେ ଶାନ୍ତିପ୍ରିୟ ଈଶ୍ୱର। ଈଶ୍ୱରଙ୍କ ଅନ୍ୟାନ୍ୟ ଉପାସକ ମଣ୍ଡଳୀରେ ଯେପରି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 କାରଣ ଈଶ୍ବର ବିଶୃଙ୍ଖଳତାର ଈଶ୍ବର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ବର। Viz kapitola |