୧ କରିନ୍ଥୀୟ 14:34 - ପବିତ୍ର ବାଇବଲ34 ମଣ୍ଡଳୀର ସଭାମାନଙ୍କରେ ସ୍ତ୍ରୀମାନେ ଚୁପ୍ ରହିବା ଉଚିତ୍। ପରମେଶ୍ୱରଙ୍କ ଲୋକମାନଙ୍କର ସମସ୍ତ ମଣ୍ଡଳୀରେ ଏହି ନିୟମ ଲାଗୁ ଅଛି। ସ୍ତ୍ରୀଲୋକଙ୍କୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୋଶାଙ୍କ ନିୟମାନୁଯାୟୀ ସେମାନେ ବଶୀଭୂତ ହୋଇ ରହିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)34 ସାଧୁମାନଙ୍କ ସମସ୍ତ ମଣ୍ତଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ତଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ବ୍ୟବସ୍ଥାର ଉକ୍ତି ଅନୁସାରେ,,ସେମାନେ ବଶୀଭୂତ ହୋଇ ରହନ୍ତୁ। Viz kapitolaଓଡିଆ ବାଇବେଲ34 ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାଁନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)34 ତୁମ ମଣ୍ଡଳୀର ସଭାମାନଙ୍କରେ ମଧ୍ୟ ସେହିପରି ମହିଳାମାନେ ନୀରବ ରୁହନ୍ତୁ। ସେଠାରେ କଥା କହିବା ପାଇଁ ସେମାନଙ୍କୁ ଅନୁମତି ମିଳି ନାହିଁ। ଇହୁଦୀ ବ୍ୟବସ୍ଥା ଅନୁଯାୟୀ ସେମାନେ ବଶୀଭୂତା ହୋଇ ରୁହନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ। Viz kapitola |