Online Bible

- Reklamy -




୧ କରିନ୍ଥୀୟ 14:35 - ପବିତ୍ର ବାଇବଲ

35 ଯଦି ସ୍ତ୍ରୀମାନଙ୍କର କିଛି ଜାଣିବାକୁ ଇଚ୍ଛା ଥାଏ, ତା'ହେଲେ ସେମାନେ ନିଜ ସ୍ୱାମୀଙ୍କୁ ଘରେ ପଗ୍ଭରି ବୁଝି ପାରିବେ। ମଣ୍ଡଳୀ ସଭାରେ ସ୍ତ୍ରୀଲୋକମାନଙ୍କ ପଛେ କିଛି କହିବା ଲଜ୍ଜାଜନକ ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ଵାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ତଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ।

Viz kapitola kopírovat

ଓଡିଆ ବାଇବେଲ

35 ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ୱାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ଡଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ସେମାନେ କୌଣସି ବିଷୟ ବୁଝିବାକୁ ଚାହିଁଲେ, ଘରକୁ ଫେରି ନିଜ ସ୍ୱାମୀଙ୍କୁ ପଚାରନ୍ତୁ। କାରଣ ମଣ୍ଡଳୀରେ କଥା କହିବା, ନାରୀମାନଙ୍କ ପକ୍ଷରେ ଲଜ୍ଜାଜନକ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ୱାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ଡଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ।

Viz kapitola kopírovat




୧ କରିନ୍ଥୀୟ 14:35

Následuj nás:

Reklamy


Reklamy