୧ କରିନ୍ଥୀୟ 14:36 - ପବିତ୍ର ବାଇବଲ36 ପରମେଶ୍ୱରଙ୍କ ବାକ୍ୟ କ’ଣ ତୁମ୍ଭମାନଙ୍କଠାରୁ ଆସିଥିଲା କି? ନା। ଅଥବା ସେହି ବାକ୍ୟ କ’ଣ କେବଳ ତୁମ୍ଭମାନଙ୍କ ପାଖରେ ପହଞ୍ଚିଥିଲା? ନା। Viz kapitolaପବିତ୍ର ବାଇବଲ (Re-edited) - (BSI)36 କଅଣ? ଈଶ୍ଵରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି? Viz kapitolaଓଡିଆ ବାଇବେଲ36 କ'ଣ ? ଈଶ୍ୱରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି ? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି ? Viz kapitolaପବିତ୍ର ବାଇବଲ (CL) NT (BSI)36 ଈଶ୍ୱରଙ୍କ ବାକ୍ୟ କଅଣ ତୁମ୍ଭମାନଙ୍କ ମଧ୍ୟରୁ ଉତ୍ପନ୍ନ ହୋଇଥିଲା ଅଥବା ଏହା କ’ଣ କେବଳ ତୁମ୍ଭମାନଙ୍କ ନିକଟକୁ ଆସିଥିଲା? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 କଅଣ? ଈଶ୍ବରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି? Viz kapitola |