Online Bible

- Reklamy -




୧ କରିନ୍ଥୀୟ 14:8 - ପବିତ୍ର ବାଇବଲ

8 ଯୁଦ୍ଧରେ ଯଦି ତୂରୀଟି ସ୍ପଷ୍ଟ ଭାବରେ ନ ଶୁଭେ ତା'ହେଲେ ସୈନିକଗଣ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବାର ସମୟ ଜାଣି ପାରିବେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ତୂରୀ ଯଦି ଅସ୍ପଷ୍ଟ ଧ୍ଵନି କରେ, ତେବେ କିଏ ଯୁଦ୍ଧ ନିମନ୍ତେ ସଜ୍ଜିତ ହେବ?

Viz kapitola kopírovat

ଓଡିଆ ବାଇବେଲ

8 ପୁଣି, ତୂରୀ ଯଦି ଅସ୍ପଷ୍ଟ ଧ୍ୱନି କରେ, ତେବେ କିଏ ଯୁଦ୍ଧ ନିମନ୍ତେ ସଜ୍ଜିତ ହେବ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ତୂରୀ ଧ୍ୱନିର ସଙ୍କେତ ଅସ୍ପଷ୍ଟ ହେଲେ, କିଏ କାହିଁକି ଯୁଦ୍ଧ ପାଇଁ ପ୍ରସ୍ତୁତ ହେବ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ତୂରୀ ଯଦି ଅସ୍ପଷ୍ଟ ଧ୍ୱନି କରେ, ତେବେ କିଏ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହେବ?

Viz kapitola kopírovat




୧ କରିନ୍ଥୀୟ 14:8

Následuj nás:

Reklamy


Reklamy