୧ କରିନ୍ଥୀୟ 14:9 - ପବିତ୍ର ବାଇବଲ9 ସେହିଭଳି ତୁମ୍ଭେମାନେ ଜିହ୍ୱା ଦ୍ୱାରା ଯଦି ସ୍ପଷ୍ଟ ଭାବରେ କଥା ନ କହିବ, ତା'ହେଲେ କୌଣସି ଲୋକ କିଛି ବୁଝି ପାରିବ ନାହିଁ। ତାହା ପବନରେ କଥା କହିଲାପରି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ଵା ଦ୍ଵାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ। Viz kapitolaଓଡିଆ ବାଇବେଲ9 ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କ'ଣ କହୁଅଛ, ତାହା କିପରି ଜଣାଯିବ ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ । Viz kapitolaପବିତ୍ର ବାଇବଲ (CL) NT (BSI)9 ସେହିପରି, ଯଦି ଅଜଣା ଭାଷାରେ କଥା କୁହ, ତେବେ ତାକୁ କିଏ ବୁଝିବ? ଏହା ପବନକୁ କହିଲା ପରି ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ। Viz kapitola |