୧ କରିନ୍ଥୀୟ 15:15 - ପବିତ୍ର ବାଇବଲ15 ଆମ୍ଭେ ମଧ୍ୟ ପରମେଶ୍ୱରଙ୍କ ବିଷୟରେ ମିଛ କହିଥିବା ଅପରାଧରେ ଅପରାଧୀ। କାରଣ ଆମ୍ଭେ ପରମେଶ୍ୱରଙ୍କ ବିଷୟରେ ପ୍ରଗ୍ଭର କରିଛୁ ଯେ, ସେ ଯୀଶୁଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତା'ହେଲେ ପରମେଶ୍ୱର ମଧ୍ୟ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉଠାଇ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ଆମ୍ଭେମାନେ ଈଶ୍ଵରଙ୍କ ସମ୍ଵନ୍ଧରେ ଯେ ମିଥ୍ୟାସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ଵରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇ ଅଛନ୍ତି; ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି; Viz kapitolaଓଡିଆ ବାଇବେଲ15 ପୁଣି, ଆମ୍ଭେମାନେ ଈଶ୍ୱରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ । କାରଣ ଆମ୍ଭେମାନେ ଈଶ୍ୱରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାଁନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)15 ଅଧିକନ୍ତୁ, ଆମ୍ଭେମାନେ ଈଶ୍ୱରଙ୍କ ସମ୍ବନ୍ଧରେ ମିଥ୍ୟା କହିବା ଭଳି ହେବ, କାରଣ ଆମେ କହୁଛୁ ଯେ, ସେ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। କିନ୍ତୁ ଯଦି ପ୍ରକୃତରେ ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଈଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରି ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଆମ୍ଭେମାନେ ଈଶ୍ବରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ବରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି; Viz kapitola |