୧ କରିନ୍ଥୀୟ 15:2 - ପବିତ୍ର ବାଇବଲ2 ତୁମ୍ଭେମାନେ ଏହି ସୁସମାଗ୍ଭର ଦ୍ୱାରା ପରିତ୍ରାଣ ପାଇଛ। କିନ୍ତୁ ମୋ’ କହିଥିବା କଥାଗୁଡ଼ିକୁ ତୁମ୍ଭେମାନେ ବିଶ୍ୱାସ କରି ଗ୍ଭଲିବା ଉଚିତ୍। ନଚେତ୍ ତୁମ୍ଭେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ଵାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ଵାସୀ ହୋଇଥିଲ। Viz kapitolaଓଡିଆ ବାଇବେଲ2 ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ । Viz kapitolaପବିତ୍ର ବାଇବଲ (CL) NT (BSI)2 ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିବା ସେହି ଶୁଭ ବାର୍ତ୍ତା ହିଁ ସୁସମାଚାର। ତୁମ୍ଭେମାନେ ସେହି ସୁସମାଚାରରେ ଦୃଢ଼ ବିଶ୍ୱାସୀ ହୋଇ ରହିଲେ, ପରିତ୍ରାଣ ପାଇବ। ନଚେତ୍ ତୁମ୍ଭମାନଙ୍କର ବିଶ୍ୱାସ ବୃଥା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ। Viz kapitola |