Online Bible

- Reklamy -




୧ କରିନ୍ଥୀୟ 15:21 - ପବିତ୍ର ବାଇବଲ

21 ଜଣେ ମନୁଷ୍ୟ ହେତୁ ଲୋକମାନଙ୍କ ପାଖକୁ ମୃତ୍ୟୁ ଆସିଲା। କିନ୍ତୁ ଜଣେ ମନୁଷ୍ୟ ଦ୍ୱାରା ମଧ୍ୟ ମୃତ୍ୟୁର ପୁନରୁ‌ତ୍‌‌ଥାନ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 କାରଣ ମନୁଷ୍ୟ ଦ୍ଵାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ଵାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି।

Viz kapitola kopírovat

ଓଡିଆ ବାଇବେଲ

21 କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ଜଣକ ଯୋଗୁଁ ମୃତ୍ୟୁ ଜଗତରେ ପ୍ରବେଶ କଲା। ସେହିପରି ଜଣକ ଯୋଗୁଁ ମୃତମାନଙ୍କର ପୁନରୁତ୍ଥାନ ସମ୍ଭବ ହୋଇଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି।

Viz kapitola kopírovat




୧ କରିନ୍ଥୀୟ 15:21

Následuj nás:

Reklamy


Reklamy