୧ କରିନ୍ଥୀୟ 15:22 - ପବିତ୍ର ବାଇବଲ22 ଆଦମ ଯୋଗୁଁ ସମସ୍ତ ଲୋକ ମୃତ୍ୟୁ ଭୋଗ କରନ୍ତି, ସେହିଭଳି ଖ୍ରୀଷ୍ଟଙ୍କ ଯୋଗୁଁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଯେଣୁ ଆଦମ ଦ୍ଵାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ଵାରା ସମସ୍ତେ ସଜୀବ ହେବେ। Viz kapitolaଓଡିଆ ବାଇବେଲ22 ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)22 ଆଦମଙ୍କ ସହିତ ସମ୍ପର୍କ ଥିବାରୁ ପ୍ରତ୍ୟେକ ମନୁଷ୍ୟ ମୃତ୍ୟୁଭୋଗ କଲା ପରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ପ୍ରତ୍ୟେକେ ପୁନର୍ଜୀବନ ଲାଭ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ। Viz kapitola |