Online Bible

- Reklamy -




୧ କରିନ୍ଥୀୟ 15:24 - ପବିତ୍ର ବାଇବଲ

24 ତା'ପରେ ଯୁଗାନ୍ତ ହେବ। ସମସ୍ତ ଶାସକ, କ୍ଷମତା ଓ ଶକ୍ତିଗୁଡ଼ିକୁ ଲୋପ କରିବା ପରେ ଖ୍ରୀଷ୍ଟ ପିତା ପରମେଶ୍ୱରଙ୍କ ରାଜତ୍ୱ ସମର୍ପଣ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତତ୍ପରେ ଯୁଗା; ଉପସ୍ଥିତ ହେବ, ସେସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ଵରଙ୍କୁ ରାଜତ୍ଵ ସମର୍ପଣ କରିବେ।

Viz kapitola kopírovat

ଓଡିଆ ବାଇବେଲ

24 ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ୱରଙ୍କୁ ରାଜତ୍ୱ ସମର୍ପଣ କରିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ତା’ପରେ ଯୁଗାନ୍ତ ହେବ। ଖ୍ରୀଷ୍ଟ ସମସ୍ତ କର୍ତ୍ତୃତ୍ୱ, କ୍ଷମତା ଓ ପରାକ୍ରମର ସମାପ୍ତି ଘଟାଇ ପିତା ଈଶ୍ୱରଙ୍କୁ ରାଜ୍ୟ ସମର୍ପଣ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ଈଶ୍ବର ପିତାଙ୍କୁ ରାଜତ୍ୱ ସମର୍ପଣ କରିବେ।

Viz kapitola kopírovat




୧ କରିନ୍ଥୀୟ 15:24

Následuj nás:

Reklamy


Reklamy