୧ କରିନ୍ଥୀୟ 15:25 - ପବିତ୍ର ବାଇବଲ25 କିନ୍ତୁ ଯେତେ ଦିନ ପର୍ଯ୍ୟନ୍ତ ପରମେଶ୍ୱର ସମସ୍ତ ଶତ୍ରୁଙ୍କୁ ଖ୍ରୀଷ୍ଟଙ୍କ ପଦତଳେ ନ ରଖିଛନ୍ତି, ସେତେଦିନ ପର୍ଯ୍ୟନ୍ତ ଖ୍ରୀଷ୍ଟ ରାଜତ୍ୱ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ଵ କରିବାକୁ ହେବ। Viz kapitolaଓଡିଆ ବାଇବେଲ25 କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)25 ଈଶ୍ୱର ସମସ୍ତ ଶତ୍ରୁଙ୍କୁ ପରାସ୍ତ କରି ଖ୍ରୀଷ୍ଟଙ୍କ ପଦଦଳିତ କରିବା ପର୍ଯ୍ୟନ୍ତ, ଖ୍ରୀଷ୍ଟ ରାଜତ୍ୱ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ। Viz kapitola |