Online Bible

- Reklamy -




୧ କରିନ୍ଥୀୟ 15:27 - ପବିତ୍ର ବାଇବଲ

27 ଶାସ୍ତ୍ର କୁହେ: “ପରମେଶ୍ୱର ସମସ୍ତ ବିଷୟକୁ ତାହାଙ୍କର ପାଦତଳେ ରଖିଛନ୍ତି।” ଯେତେବେଳେ ଏହା କୁହେ ଯେ, ସେ “ସମସ୍ତ ବିଷୟ” ତାହାଙ୍କ ପାଦତଳେ ବଶୀଭୂତ କଲେ ଏଥିରୁ ସ୍ପଷ୍ଟ ଜଣାପଡ଼େ ଯେ, ପରମେଶ୍ୱର ନିଜେ ପ୍ରତ୍ୟେକ ବିଷୟକୁ ଖ୍ରୀଷ୍ଟଙ୍କର ବଶୀଭୂତ କଲେ ଓ ସେ ସେହିସବୁରେ ପରମେଶ୍ୱର ଅନ୍ତର୍ଗତ ନୁହନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହିସବୁର ଅନ୍ତର୍ଗତ ନୁହନ୍ତି।

Viz kapitola kopírovat

ଓଡିଆ ବାଇବେଲ

27 କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ଈଶ୍ୱର ସମସ୍ତ ବିଷୟ ଖ୍ରୀଷ୍ଟଙ୍କ ଅଧୀନ କରିବେ।” ଅବଶ୍ୟ ଈଶ୍ୱର ଏହି ‘ସମସ୍ତ ବିଷୟ’ର ଅନ୍ତର୍ଭୁକ୍ତ ନୁହନ୍ତି, ଯେହେତୁ ସେ ସମସ୍ତ ବିଷୟକୁ ଖ୍ରୀଷ୍ଟଙ୍କ ଅଧୀନ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି।

Viz kapitola kopírovat




୧ କରିନ୍ଥୀୟ 15:27

Následuj nás:

Reklamy


Reklamy