୧ କରିନ୍ଥୀୟ 15:28 - ପବିତ୍ର ବାଇବଲ28 ସମସ୍ତ ଖ୍ରୀଷ୍ଟଙ୍କ ବଶୀଭୂତ ହେଲା ଉତ୍ତାରେ ତାଙ୍କ ପୁତ୍ର ଖ୍ରୀଷ୍ଟ ମଧ୍ୟ ପରମେଶ୍ୱରଙ୍କ ବଶୀଭୂତ ହେବେ। ଯେଉଁ ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଖ୍ରୀଷ୍ଟଙ୍କ ବଶୀଭୂତ କଲେ, ସେହି ଖ୍ରୀଷ୍ଟ ପରମେଶ୍ୱରଙ୍କ ବଶୀଭୂତ ହେବେ ଓ ଏହିଭଳି ପ୍ରତ୍ୟେକ ବିଷୟ ଉପରେ ପରମେଶ୍ୱର ଶାସନ ପ୍ରତିଷ୍ଠିତ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ଵୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ଵର ସର୍ବେସର୍ବା ହୁଅନ୍ତି। Viz kapitolaଓଡିଆ ବାଇବେଲ28 ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ୱର ସର୍ବେସର୍ବା ହୁଅନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)28 ସଚରାଚର ସମସ୍ତ ବିଷୟ ଖ୍ରୀଷ୍ଟଙ୍କ ଶାସନାଧୀନ ହେବା ପରେ, ସେ ନିଜେ ପିତା ଈଶ୍ୱରଙ୍କ ଅଧୀନ ହେବେ ଏବଂ ସମଗ୍ର ବିଶ୍ୱ ଉପରେ ଈଶ୍ୱରଙ୍କ ରାଜତ୍ୱ ସମ୍ପୂର୍ଣ୍ଣ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ବର ସର୍ବେସର୍ବା ହୁଅନ୍ତି। Viz kapitola |