୧ କରିନ୍ଥୀୟ 15:3 - ପବିତ୍ର ବାଇବଲ3 ମୁଁ ପାଇଥିବା ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଏହି ପ୍ରଧାନ ଶିକ୍ଷା ମୁଁ ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯେ, ଯୀଶୁ ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭର ପାପ ପାଇଁ ମଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ, Viz kapitolaଓଡିଆ ବାଇବେଲ3 କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ, Viz kapitolaପବିତ୍ର ବାଇବଲ (CL) NT (BSI)3 ମୁଁ ପ୍ରାପ୍ତ ହୋଇଥିବା ଗୋଟିଏ ଶିକ୍ଷା ତୁମ୍ଭମାନଙ୍କୁ ଜଣାଇ ଅଛି। ତାହା ସବୁଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ। ତାହା ହେଉଛି, ଧର୍ମଶାସ୍ତ୍ରରେ ଲିଖିତ ହୋଇଥିବା ପ୍ରକାରେ, ଖ୍ରୀଷ୍ଟ ଆମର ପାପ ପାଇଁ ମୃତ୍ୟୁଭୋଗ କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ, Viz kapitola |