Online Bible

- Reklamy -




୧ କରିନ୍ଥୀୟ 15:39 - ପବିତ୍ର ବାଇବଲ

39 ଶରୀରରୁ ଜାତ ସମସ୍ତ ବିଷୟରେ ସମାନ ପ୍ରକାରର ଶରୀର ନ ଥାଏ। ମଣିଷମାନଙ୍କର ଶରୀର ଏକ ପ୍ରକାରର ତ ଚଢ଼େଇମାନଙ୍କର ଶରୀର ଅନ୍ୟ ପ୍ରକାରର ଓ ମାଛମାନଙ୍କର ଶରୀର ଆହୁରି ଅଲଗା ପ୍ରକାରର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ସମସ୍ତ ଶରୀର ଏକପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକପ୍ରକାର ଶରୀର, ପଶୁମାନଙ୍କର ଅନ୍ୟପ୍ରକାର ଶରୀର, ପୁଣି ପକ୍ଷୀମାନଙ୍କର ଆଉ ଏକ-ପ୍ରକାର ଶରୀର ଓ ମାଛମାନଙ୍କର ଅନ୍ୟପ୍ରକାର ଶରୀର।

Viz kapitola kopírovat

ଓଡିଆ ବାଇବେଲ

39 ସମସ୍ତ ଶରୀର ଏକ ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ- ପ୍ରକାର ଶରୀର ଓ ମାଛମାନଙ୍କର ଅନ୍ୟ ପ୍ରକାର ଶରୀର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ସବୁ ପ୍ରାଣୀଙ୍କର ଶରୀର ଏକ ପ୍ରକାର ନୁହେଁ। ମଣିଷର ଶରୀର ଏକ ପ୍ରକାର, ପଶୁର ଶରୀର ଅନ୍ୟ ପ୍ରକାର। ପକ୍ଷୀ ଓ ମାଛର ଶରୀର ଭିନ୍ନ ପ୍ରକାର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ସମସ୍ତ ଶରୀର ଏକ-ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ-ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ-ପ୍ରକାର ଶରୀର ଓ ମତ୍ସ୍ୟମାନଙ୍କର ଅନ୍ୟ ପ୍ରକାର ଶରୀର।

Viz kapitola kopírovat




୧ କରିନ୍ଥୀୟ 15:39

Následuj nás:

Reklamy


Reklamy