Online Bible

- Reklamy -




୧ କରିନ୍ଥୀୟ 15:41 - ପବିତ୍ର ବାଇବଲ

41 ସୂର୍ଯ୍ୟର ଜ୍ୟୋତିଃ ଗୋଟିଏ ପ୍ରକାରର, ଚନ୍ଦ୍ରର ଜ୍ୟୋତିଃ ଅନ୍ୟ ପ୍ରକାରର ଓ ତାରାମାନଙ୍କର ଜ୍ୟୋତିଃ ଆହୁରି ଅନ୍ୟପ୍ରକାରର, ଗୋଟିଏ ତାରାର ଜ୍ୟୋତିଃ, ଅନ୍ୟ ତାରାମାନଙ୍କଠାରୁ ଅଲଗା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

41 ସୂର୍ଯ୍ୟର ଏକପ୍ରକାର ତେଜ, ଚନ୍ଦ୍ରର ଅନ୍ୟପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟପ୍ରକାର ତେଜ; କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ।

Viz kapitola kopírovat

ଓଡିଆ ବାଇବେଲ

41 ସୂର୍ଯ୍ୟର ଏକ ପ୍ରକାର ତେଜ, ଚନ୍ଦ୍ରର ଅନ୍ୟ ପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟ ପ୍ରକାର ତେଜ କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

41 ସୂର୍ଯ୍ୟର ସୌନ୍ଦର୍ଯ୍ୟ ଏକ ପ୍ରକାର, ଚନ୍ଦ୍ରର ଭିନ୍ନ ପ୍ରକାର ଏବଂ ନକ୍ଷତ୍ରମାନଙ୍କ ସୌନ୍ଦର୍ଯ୍ୟ ଭିନ୍ନ ପ୍ରକାରର। ଏପରି କି ଗୋଟିଏ ନକ୍ଷତ୍ରର ସୌନ୍ଦର୍ଯ୍ୟ, ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସୂର୍ଯ୍ୟର ଏକ-ପ୍ରକାର ତେଜ, ଚନ୍ଦ୍ରର ଅନ୍ୟ ପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟ ପ୍ରକାର ତେଜ କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ।

Viz kapitola kopírovat




୧ କରିନ୍ଥୀୟ 15:41

Následuj nás:

Reklamy


Reklamy