Online Bible

- Reklamy -




୧ କରିନ୍ଥୀୟ 15:45 - ପବିତ୍ର ବାଇବଲ

45 ଶାସ୍ତ୍ରରେ ଲେଖା ଅଛି: “ପ୍ରଥମ ମନୁଷ୍ୟ (ଆଦମ) ସଜୀବ ପ୍ରାଣୀ,” କିନ୍ତୁ ଶେଷ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।

Viz kapitola kopírovat

ଓଡିଆ ବାଇବେଲ

45 ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

45 ଧର୍ମଶାସ୍ତ୍ରରେ ଲେଖାଅଛି: “ପ୍ରଥମେ ଆଦମ ଏକ ସଜୀବ ପ୍ରାଣୀ ରୂପେ ସୃଷ୍ଟ ହୋଇଥିଲା।” ଅନ୍ତିମ ଆଦମ ଥିଲେ, ଜୀବନ ପ୍ରଦାୟୀ ଆତ୍ମା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।

Viz kapitola kopírovat




୧ କରିନ୍ଥୀୟ 15:45

Následuj nás:

Reklamy


Reklamy