Online Bible

- Reklamy -




୧ କରିନ୍ଥୀୟ 15:49 - ପବିତ୍ର ବାଇବଲ

49 ଆମ୍ଭେମାନେ ଜଗତରୁ ସେହି ମନୁଷ୍ୟ ତୁଲ୍ୟ ନିର୍ମିତ ହୋଇଅଛୁ। ଅତଏବ, ଆମ୍ଭେ ମଧ୍ୟ ସ୍ୱର୍ଗର ସେହି ବ୍ୟକ୍ତି ତୁଲ୍ୟ ଶରୀର ଧାରଣ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

49 ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ଵର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।

Viz kapitola kopírovat

ଓଡିଆ ବାଇବେଲ

49 ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

49 ଆମ୍ଭେମାନେ ଏବେ ମୃତ୍ତିକାଜାତ ମନୁଷ୍ୟର ସ୍ୱରୂପ ଧାରଣ କରିଛୁ, କିନ୍ତୁ ଦିନେ ସେହି ସ୍ୱର୍ଗୀୟ ମାନବଙ୍କ ସାଦୃଶ୍ୟରେ ରୂପାୟିତ ହେବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।

Viz kapitola kopírovat




୧ କରିନ୍ଥୀୟ 15:49

Následuj nás:

Reklamy


Reklamy