୧ କରିନ୍ଥୀୟ 15:52 - ପବିତ୍ର ବାଇବଲ52 ଏହା କେବଳ ମୁହୂର୍ତ୍ତକ ମଧ୍ୟରେ ଆଖି ପିଛୁଳାକେ, ଘଟି ଯିବ। ଯେତେବେଳେ ତୂରୀ ବାଜିବ, ଓ ଯେତେ ସବୁ ବିଶ୍ୱାସୀ ମରିଯାଇଛନ୍ତି ସେମାନେ ମୃତ୍ୟୁରୁ ଅନନ୍ତକାଳ ପାଇଁ ଉତ୍ଥିତ ହେବେ ଓ ଆମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ଜୀବିତ ଅଛନ୍ତି, ସେମାନେ ପରିବର୍ତ୍ତିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)52 କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ଵନିରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି ଆମ୍ଭେମାନେ ପରିବର୍ତ୍ତିତ ହେବା। Viz kapitolaଓଡିଆ ବାଇବେଲ52 କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନିରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା। Viz kapitola |