୧ କରିନ୍ଥୀୟ 15:53 - ପବିତ୍ର ବାଇବଲ53 ଏହି ବିନାଶ ଦେହ ଅନନ୍ତ ରୂପ ବସ୍ତ୍ର ଧାରଣ କରିବାକୁ ହେବ ଓ ଏହି ମର୍ତ୍ତ୍ୟ ଦେହ ଅମରରୂପ ବସ୍ତ୍ର ଧାରଣ କରିବାକୁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)53 କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ। Viz kapitolaଓଡିଆ ବାଇବେଲ53 କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)53 କାରଣ ଯାହା ନଶ୍ୱର, ତାହାକୁ ଅବିନଶ୍ୱର ରୂପେ ପରିବର୍ତ୍ତିତ ହେବାକୁ ପଡ଼ିବ; ଯେଉଁ ପାର୍ଥିବ ଶରୀର ମରଣଶୀଳ, ତାହାକୁ ଅମରରୂପ ବସ୍ତ୍ର ପରିଧାନ କରବାକୁ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ। Viz kapitola |