୧ କରିନ୍ଥୀୟ 15:57 - ପବିତ୍ର ବାଇବଲ57 କିନ୍ତୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ ଯେ, ସେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭକୁ ବିଜୟ ପ୍ରଦାନ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)57 କିନ୍ତୁ ଯେଉଁ ଈଶ୍ଵର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ। Viz kapitolaଓଡିଆ ବାଇବେଲ57 କିନ୍ତୁ ଯେଉଁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)57 କିନ୍ତୁ ଆମେ ଈଶ୍ୱରଙ୍କଠାରେ କୃତଜ୍ଞତା ଜଣାଇବା, କାରଣ ସେ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ବିଜୟୀ କରାଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ। Viz kapitola |