୧ କରିନ୍ଥୀୟ 15:58 - ପବିତ୍ର ବାଇବଲ58 ଅତଏବ, ମୋ’ ଭାଇ ଓ ଭଉଣୀମାନେ, ଦୃଢ଼ ଭାବରେ ସ୍ଥିର ରୁହ। କୌଣସି ବିଷୟ ତୁମ୍ଭକୁ ଅସ୍ଥିର ନ କରୁ। ପରମେଶ୍ୱରଙ୍କ ପାଇଁ କରାଯାଇଥିବା ତୁମ୍ଭର କାର୍ଯ୍ୟ କଦାପି ବ୍ୟର୍ଥ ଯିବ ନାହିଁ। ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ନିଜକୁ ନିୟୋଜିତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)58 ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯନିବାନ୍ ହୁଅ। Viz kapitolaଓଡିଆ ବାଇବେଲ58 ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)58 ଅତଏବ ପ୍ରିୟ ଭାଇମାନେ, ଅଟଳ ଓ ଅବିଚଳିତ ରୁହ। ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ତତ୍ପର ହୁଅ। କାରଣ ତୁମ୍ଭେମାନେ ଜାଣ ଯେ, ପ୍ରଭୁଙ୍କ ପାଇଁ ତୁମ୍ଭମାନଙ୍କର ପରିଶ୍ରମ କେବେହେଲେ ବୃଥା ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ। Viz kapitola |