୧ କରିନ୍ଥୀୟ 15:8 - ପବିତ୍ର ବାଇବଲ8 ଯଥା ସମୟ ପୂର୍ବରୁ ଜନ୍ମ ହୋଇଥିବା ଶିଶୁଟିଏ ଭଳି ଯେ ମୁଁ, ସେ ମୋତେ ସର୍ବ ଶେଷରେ ଦେଖା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ। Viz kapitolaଓଡିଆ ବାଇବେଲ8 ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)8 ସର୍ବଶେଷରେ ସେ ମୋ’ ପରି ଜଣେ ଅକାଳଜାତକୁ ମଧ୍ୟ ଦର୍ଶନ ଦେଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ। Viz kapitola |