Online Bible

- Reklamy -




୧ କରିନ୍ଥୀୟ 16:11 - ପବିତ୍ର ବାଇବଲ

11 ଅତଏବ ତୀମଥିଙ୍କୁ କେହି ଯେପରି ଗ୍ରହଣ କରିବାକୁ ମନା ନ କରେ। ସେ ଯେପରି ମୋ’ ପାଖରେ ଆସି ପହଞ୍ଚିବେ ଏଥିପାଇଁ ତାହାଙ୍କୁ ଶାନ୍ତି ପୂର୍ବକ ଯିବାରେ ସାହାଯ୍ୟ କର। ମୁଁ ଅନ୍ୟ ଭାଇମାନଙ୍କ ସହିତ ତାହାଙ୍କ ଫେରିବା ବାଟକୁ ଗ୍ଭହିଁ ବସିଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଏଣୁ କେହି ତାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି।

Viz kapitola kopírovat

ଓଡିଆ ବାଇବେଲ

11 ଏଣୁ କେହି ତାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋ' ନିକଟକୁ ଆସି ପାରନ୍ତି, ଏଥିପାଇଁ ତାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

11 କେହି ତାଙ୍କୁ ତୁଚ୍ଛ ଜ୍ଞାନ ନ କରନ୍ତୁ। ଶାନ୍ତିରେ ଯାତ୍ରା କରିବା ପାଇଁ ତୁମ୍ଭେମାନେ ତାଙ୍କୁ ନିଶ୍ଚୟ ସାହାଯ୍ୟ କରିବ। ତାହାହେଲେ, ସେ ଭାଇମାନଙ୍କ ସହିତ ମୋ’ ନିକଟକୁ ଫେରି ଆସିବେ। ସେମାନଙ୍କ ଅପେକ୍ଷାରେ ମୁଁ ରହିଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଣୁ କେହି ତାହାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାହାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି।

Viz kapitola kopírovat




୧ କରିନ୍ଥୀୟ 16:11

Následuj nás:

Reklamy


Reklamy