୧ କରିନ୍ଥୀୟ 16:13 - ପବିତ୍ର ବାଇବଲ13-14 ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ୱାସରେ ଅଟଳ ରୁହ। ସାହସୀ ହୁଅ, ବଳବାନ ହୁଅ। ପ୍ରତ୍ୟେକ କର୍ମ ପ୍ରେମରେ ସାଧିତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେମାନେ ଜାଗ୍ରତ ରହି ବିଶ୍ଵାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ। Viz kapitolaଓଡିଆ ବାଇବେଲ13 ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)13 ତୁମ୍ଭେମାନେ ଜାଗି ରୁହ, ବିଶ୍ୱାସରେ ଦୃଢ଼ ହୁଅ, ସାହସୀ ଏବଂ ବଳବାନ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ। Viz kapitola |