୧ କରିନ୍ଥୀୟ 16:15 - ପବିତ୍ର ବାଇବଲ15 ତୁମ୍ଭେମାନେ ସ୍ତିଫାନର ପରିବାରବର୍ଗଙ୍କୁ ଜାଣିଛ। ସେମାନେ ଆଖାୟା ଦେଶର ପ୍ରଥମ ବିଶ୍ୱାସୀ ଥିଲେ। ସେମାନେ ପରମେଶ୍ୱରଙ୍କ ଲୋକମାନଙ୍କ ସେବାରେ ନିଜକୁ ସମର୍ପିତ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟାର ପ୍ରଥମ ଫଳ ସ୍ଵରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ; Viz kapitolaଓଡିଆ ବାଇବେଲ15 ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟାର ପ୍ରଥମ ଫଳ ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ; Viz kapitolaପବିତ୍ର ବାଇବଲ (CL) NT (BSI)15 ତୁମ୍ଭେମାନେ ସ୍ତିଫାନା ଓ ତାଙ୍କ ପରିବାର ବିଷୟ ଜାଣ। ସେମାନେ ଆଖାୟାର ପ୍ରଥମ ଖ୍ରୀଷ୍ଟିୟାନ। ସେମାନେ ଈଶ୍ୱରଙ୍କ ଲୋକମାନଙ୍କ ସେବାରେ ନିଜକୁ ସମର୍ପଣ କରି ଦେଇଛନ୍ତି। ଭାଇମାନେ; ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ; Viz kapitola |