୧ କରିନ୍ଥୀୟ 16:16 - ପବିତ୍ର ବାଇବଲ16 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି ଯେ ତୁମ୍ଭେମାନେ, ଏହି ପ୍ରକାର ଲୋକ ଓ ସେମାନଙ୍କ ସହିତ ପରମେଶ୍ୱରଙ୍କ ପାଇଁ ପରିଶ୍ରମ କରି ସେବା କରୁଥିବା ଲୋକମାନଙ୍କର ବଶୀଭୂତ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏହିପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି। Viz kapitolaଓଡିଆ ବାଇବେଲ16 ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)16 ତୁମ୍ଭେମାନେ ଏମାନଙ୍କର ଏବଂ ଏମାନଙ୍କ ସହିତ କାର୍ଯ୍ୟ ଓ ସେବା କରୁଥିବା ଲୋକମାନଙ୍କର ଅନୁଗତ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି। Viz kapitola |