Online Bible

- Reklamy -




୧ କରିନ୍ଥୀୟ 16:17 - ପବିତ୍ର ବାଇବଲ

17 ମୁଁ ସ୍ତିଫାନ, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ଆନନ୍ଦ କରୁଛି। କାରଣ ମୋ’ ପାଇଁ ଯାହା ତୁମ୍ଭେମାନେ କରି ପାରି ନାହଁ, ତାହା ସେମାନେ କରି ପାରିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,

Viz kapitola kopírovat

ଓଡିଆ ବାଇବେଲ

17 ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସ୍ତିଫାନା, ଫର୍ତୁନାତ ଓ ଆଖାୟିକ ଏଠାକୁ ଆସିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ। ତୁମ୍ଭମାନଙ୍କ ଅନୁପସ୍ଥିତିରେ ସେମାନେ ତୁମ୍ଭମାନଙ୍କ ସ୍ଥାନ ପୂରଣ କରିଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,

Viz kapitola kopírovat




୧ କରିନ୍ଥୀୟ 16:17

Následuj nás:

Reklamy


Reklamy