୧ କରିନ୍ଥୀୟ 16:18 - ପବିତ୍ର ବାଇବଲ18 ସେମାନେ ମୋ’ ଆତ୍ମାକୁ ଏବଂ ତୁମ୍ଭ ଆତ୍ମାକୁ ମଧ୍ୟ ଆରାମ ପ୍ରଦାନ କରିଛନ୍ତି। ତୁମ୍ଭେମାନେ ଏଭଳି ଲୋକମାନଙ୍କୁ ସମ୍ମାନ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହିପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର। Viz kapitolaଓଡିଆ ବାଇବେଲ18 ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର । Viz kapitolaପବିତ୍ର ବାଇବଲ (CL) NT (BSI)18 ସେମାନେ ତୁମ୍ଭମାନଙ୍କୁ ଓ ମୋତେ ଉତ୍ଫୁଲ୍ଲ କରିଛନ୍ତି। ଏଭଳି ଲୋକମାନେ ସମ୍ମାନର ପାତ୍ର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର। Viz kapitola |