Online Bible

- Reklamy -




୧ କରିନ୍ଥୀୟ 16:19 - ପବିତ୍ର ବାଇବଲ

19 ଏସିଆର ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ଅଭିବାଦନ ଜଣାନ୍ତି। ଆକ୍ୱିଲା ଓ ପ୍ରୀସ୍କା ପ୍ରଭୁଙ୍କ ନାମରେ ଅନେକ ଅଭିବାଦନ ପଠାନ୍ତି। ତାହାଙ୍କ ଘରେ ମିଳିତ ହେଉଥିବା ମଣ୍ଡଳୀ ତୁମ୍ଭମାନଙ୍କୁ ମଧ୍ୟ ଅଭିବାଦନ ଜଣାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆସିଆର ମଣ୍ତଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ଵିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ତଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

19 ଆସିଆର ମଣ୍ଡଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ଆସିଆ ଦେଶର ମଣ୍ଡଳୀଗୁଡ଼ିକ ତୁମ୍ଭମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ଆକ୍ୱିଲା, ପ୍ରିସ୍କିଲା ଓ ସେମାନଙ୍କ ଘରେ ଉପାସନା କରୁଥିବା ମଣ୍ଡଳୀ, ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏସିଆର ମଣ୍ଡଳୀ-ସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Viz kapitola kopírovat




୧ କରିନ୍ଥୀୟ 16:19

Následuj nás:

Reklamy


Reklamy