୧ କରିନ୍ଥୀୟ 16:20 - ପବିତ୍ର ବାଇବଲ20 ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତେବେଳେ ତୁମ୍ଭେମାନେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦେଇ ଅଭିବାଦନ ଜଣାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର। Viz kapitolaଓଡିଆ ବାଇବେଲ20 ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର । Viz kapitolaପବିତ୍ର ବାଇବଲ (CL) NT (BSI)20 ଏଠିକାର ଭାଇମାନେ ସମସ୍ତେ ନମସ୍କାର ଜଣାଉଛନ୍ତି। ତୁମ୍ଭେମାନେ ପବିତ୍ର ଚୁମ୍ବନ ଦ୍ୱାରା ପରସ୍ପରକୁ ଅଭିନନ୍ଦନ ଜଣାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। Viz kapitola |