୧ କରିନ୍ଥୀୟ 16:22 - ପବିତ୍ର ବାଇବଲ22 ଯଦି କିଏ ପ୍ରଭୁଙ୍କୁ ପ୍ରେମ କରୁ ନାହିଁ, ତାହାହେଲେ ସେ ଲୋକ ପରମେଶ୍ୱରଙ୍କଠାରୁ ବିଚ୍ଛିନ୍ନ ହୋଇ ସେ ଅନନ୍ତକାଳ ପାଇଁ ବିନଷ୍ଟ ହେବ। ମାରାନାଥା ଅର୍ଥାତ୍ ପ୍ରଭୁ ଆସୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ। Viz kapitolaଓଡିଆ ବାଇବେଲ22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)22 ଯେ ପ୍ରଭୁଙ୍କୁ ପ୍ରେମ ନ କରେ, ସେ ଅଭିଶପ୍ତ ହେଉ। ‘ମାରାନା ଥା’ ଅର୍ଥାତ୍ ଆମର ପ୍ରଭୁ ଆସନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ। Viz kapitola |