୧ କରିନ୍ଥୀୟ 16:7 - ପବିତ୍ର ବାଇବଲ7 ମୁଁ ଏବେ ତୁମ୍ଭମାନଙ୍କ ସହିତ ଦେଖା କରିବାକୁ ଇଚ୍ଛା କରୁ ନାହିଁ, କାରଣ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସହ ଅଧିକ ସମୟ ରହିବା ପାଇଁ ଆଶା କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ୍ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି। Viz kapitolaଓଡିଆ ବାଇବେଲ7 କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)7 କାରଣ ଯିବା ବାଟରେ ତୁମ୍ଭମାନଙ୍କ ସହିତ କେବଳ ଅଳ୍ପ ସମୟ ସାକ୍ଷାତ କରିବା ମୋର ଇଚ୍ଛା ନୁହେଁ। ମୁଁ ଆଶା କରୁଛି, ପ୍ରଭୁଙ୍କ ଇଚ୍ଛା ହେଲେ, ମୁଁ ତୁମ୍ଭମାନଙ୍କ ସହିତ ଏଥର ଅନେକ ସମୟ ରହିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି। Viz kapitola |