Online Bible

- Reklamy -




୧ କରିନ୍ଥୀୟ 16:9 - ପବିତ୍ର ବାଇବଲ

9 କାରଣ ସେଠାରେ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋ’ ପାଇଁ ଏକ ମହାନ୍ ସୁଯୋଗର ଦ୍ୱାର ଖୋଲା ହୋଇଛି। ସେଠାରେ ମୋର ଅନେକ ବିପକ୍ଷ ମଧ୍ୟ ଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ଵାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

9 କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋ' ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ଏଠାରେ ମୋ’ ବିପକ୍ଷରେ ଅନେକ ଲୋକ ଥିଲେ ସୁଦ୍ଧା, ଫଳପ୍ରଦ କାର୍ଯ୍ୟ କରିବାକୁ ମୋ’ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।

Viz kapitola kopírovat




୧ କରିନ୍ଥୀୟ 16:9

Následuj nás:

Reklamy


Reklamy