୧ କରିନ୍ଥୀୟ 2:14 - ପବିତ୍ର ବାଇବଲ14 ଯେଉଁ ଲୋକ ଆଧ୍ୟାତ୍ମିକ ନୁହେଁ, ସେ ପରମେଶ୍ୱରଙ୍କ ଆତ୍ମିକ ସତ୍ୟଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟ ଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ୟଗୁଡ଼ିକୁ ବୁଝିପାରେ ନାହିଁ, କାରଣ ସେଗୁଡ଼ିକୁ କେବଳ ଆଧ୍ୟାତ୍ମିକ ଭାବରେ ବିଗ୍ଭର କରି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ଵରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ। Viz kapitolaଓଡିଆ ବାଇବେଲ14 କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ୱରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହି ସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହି ସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ । Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଯେ ଆଧ୍ୟାତ୍ମିକମନା ନୁହେଁ, ସେ ପରମାତ୍ମାଙ୍କ ଦାନଗୁଡ଼ିକ ଗ୍ରହଣ କରିବାକୁ ଅକ୍ଷମ। ସେ ପ୍ରକୃତରେ ଏହି ଦାନଗୁଡ଼ିକୁ ବୁଝିପାରେ ନାହିଁ। ସେସବୁ ତା’ ପାଇଁ ନିର୍ବୋଧତା; କାରଣ କେବଳ ଆଧ୍ୟାତ୍ମିକ ଭିତ୍ତିରେ ସେଗୁଡ଼କର ମୂଲ୍ୟାୟନ କରାଯାଇପାରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ। Viz kapitola |